ଆଜି ଭବାନୀପାଟଣା ସ୍ଥିତ ପ୍ରାଥମିକ ଶିକ୍ଷକ ଭବନରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର ୮୧ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ, ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର ବିଶି, ଫେଡେରେସନର ରାଜ୍ୟ ସଭାପତି ତଥା ଜିଲ୍ଲା ସାଧାରଣ ସଂପାଦକ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଉପସଭାପତି ଦୀପକ ରଞ୍ଜନ ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ଜିଲ୍