Public App Logo
Jansamasya
News
Bjp
National
Bihar
India
कांग्रेस
Uttar_pradesh
विधायक
Congress
Modi
Delhi
Viral
Crime
शिक्षा
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
स्कूल
Haryana
Uttarpradesh
Cbse
Lucknow
No video available

ନିମାପଡା: ସାଇଁଶ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Nimapada, Puri | Dec 4, 2024
ଆଜି ଅପରାହ୍ନ ତିନିଟାରେ ସାଇଁଶ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଦେବାଶିଷ ଆଚାର୍ଯ୍ୟ, ସମିତିସଭ୍ୟା ସଂଧ୍ୟାରାଣୀ ରଥ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅରବିନ୍ଦ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବେହେରା ଆବାସ ଯୋଜନାରେ ହିତାଧିକାରୀ ଚୟନରେ ହୋଇଥିବା ପରିବର୍ତ୍ତନ ଗାଇତଲାଇନକୁ ପଡ଼ି ଶୁଣାଇବା ସହ ସଚେତନ କରାଇଥିଲେ ।