Public App Logo
Jansamasya
News
पुलिस
Bjp
National
Bihar
बिहार
कांग्रेस
बीजेपी
विधायक
Congress
Modi
Delhi
Viral
Crime
Odisha
Rajasthan
अमित_शाह
दिल्ली
Breakingnews
Madhya_pradesh
Pmmodi
Ipl
Rahulgandhi
Haryana
Cricket
तेजस्वी_यादव
शादी
Crimenews
Kolkata

ଝରିଗାଁ: ଝରୀଗାଁରେ ପୋଲିସ ପକ୍ଷରୁ ଏକତା ଦୌଡ ଏବଂ ବରିଷ୍ଠ ନାଗରିକଙ୍କୁ ପ୍ରମାଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମ

Jharigan, Nabarangpur | Oct 31, 2025
ଝରୀଗାଁରେ ପୋଲିସ ପକ୍ଷରୁ ଏକତା ଦୌଡ ଏବଂ ବରିଷ୍ଠ ନାଗରିକଙ୍କୁ ପ୍ରମାଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ନବରଙ୍ଗପୁର ଜିଲ୍ଲା ଝରିଗାଁ ପୋଲିସ୍ ପକ୍ଷରୁ ସର୍ଦ୍ଧାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଦିବସ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଝରିଗାଁ ଥାନା ଠାରୁ ଆଦର୍ଶ ବିଦ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ଏକତା ଦୌଡ଼ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଝରିଗାଁ ପୋଲିସ କର୍ମଚାରୀ ସହ ବିଭିନ୍ନ ବିଦ୍ୟାଳୟ ଓ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।ପରେ ଝରିଗାଁ ଥାନାରେ ଥାନା ଅଧିକାରୀ ପ୍ରଦୀପ କୁମାର ଶବରଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।