ଉଦଳା: କପ୍ତିପଦା ଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ; ପୂର୍ବତନ ବିଧାୟକଙ୍କ ଯୋଗଦାନ
ରବିବାର ଦିନ ପ୍ରାୟ ୧୨ଟାରେ ମୟୂରଭଞ୍ଜ ଜିଲ୍ଳା ଉଦଳା ନିର୍ବାଚନ ମଣ୍ଡଳୀର କପ୍ତିପଦା ଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।