ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନାକଚ ହୋଇପାରେ ମନମୋହନଙ୍କ ନାମାଙ୍କନ;ଏନେଇ ବିଜେପି କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ସାଂସଦ ତଥା ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ
ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ୟ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ଏହି ପଦବି ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେବେ ମନମୋହନ ସାମଲଙ୍କ 'ନାମାଙ୍କନ ପତ୍ର ନାକଚ ବି ହୋଇପାରେ ବୋଲି କହିଛନ୍ତି ପ୍ରତାପ ଷଡ଼ଙ୍ଗୀ |