ଗୁମ୍ମା: କିମ୍ବୁସିଂ ଗ୍ରାମ ସଭାରେ ଯୋଗଦେଲେ ବିଧାୟକ ରୂପେଶ ପାଣିଗ୍ରାହୀ
Gumma, Gajapati | Nov 14, 2026
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ କିମ୍ବୁସିଂ ଗ୍ରାମରେ ଗ୍ରାମ ସଭା ଅନୁଷ୍ଠିତ। ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଗ୍ରାମବାସୀଙ୍କ ସମସ୍ୟା ଶୁଣିବା ସହ ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।