ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲେଟ ବ୍ଲକ ବିଭିନ୍ନ ଗ୍ରାମରେ ଆଜି ଓଡ଼ିଶା ଆଦିବାସି ଓବିସି ମହା ସଂଘ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।