ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଗସ୍ତ ସମୟରେ ବଇଣ୍ଡା ଛକଠାରେ ବିଜେପି ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକଙ୍କ ନେତୃତ୍ୱରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରାଯାଇଛି।