Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ବୌଦ୍ଧ ସଦର: ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମ ଯୁଗ୍ମ ମନ୍ଦିରର ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପନ

ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନୂତନ ଭାବେ ପ୍ରତିଷ୍ଠା ହୋଇଥିବା ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ବାର୍ଷିକ ପ୍ରତିଷ୍ଠା ଉତ୍ସବ ଜାନୁୟାରୀ 20 ରୁ 24 ତାରିଖ ପର୍ଯ୍ୟନ୍ତ 5 ଦିନ ଧରି ଅନୁଷ୍ଠିତ ହେବ l ଏଥି ନିମନ୍ତେ ସୋମବାର ଶୁଭ ସ୍ତମ୍ଭ ସ୍ଥାପନ ଯଜ୍ଞ ମଣ୍ଡପ ଠାରେ କରାଯାଇଛି
ବୌଦ୍ଧ ସଦର: ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମ ଯୁଗ୍ମ ମନ୍ଦିରର ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପନ - Baudh Sadar News