ପରଜଙ୍ଗ: ପରଜଙ୍ଗ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା ଅନୁଷ୍ଠିତ ଯୋଗଦେଲେ ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ପ୍ରଧାନ
ପରଜଙ୍ଗ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା ଅନୁଷ୍ଠିତ ଯୋଗଦେଲେ ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ପ୍ରଧାନ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହୋଇଯାଇଛି ।ମତ୍ସ୍ୟ ଓ ପ୍ରାଣସମ୍ପଦର ଅଭିବୃଦ୍ଧି ଓ ଚାଷୀଙ୍କ ସମୃଦ୍ଧି ଦିଗରେ ଆଲୋଚନ କରୁଥିଲେ।ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ପ୍ରଧାନ ଯୋଗଦେଇ ଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବିଡ଼ିଓ ସୌଭାଗ୍ୟ କୁମାର ବେହେରା ବ୍ଲକ ଅଧ୍ୟକ୍ଷା ସର୍ମିଠା ଦଳବେହେର ଅତିରିକ୍ତ ତହସିଲଦାର ମନୋରଞ୍ଜନ ସାହୁ ଜିଲ୍ଲା ପରିଷଦ ସଭ୍ୟ ନିର