ନୂଆପଡା: ଅକ୍ଟୋବର 2ରୁ ବିଜେଡିର ଜନ ସମ୍ପର୍କ ପଦଯାତ୍ରା: ନୂଆପଡାରେ ହେଲା ପ୍ରସ୍ତୁତି ବୈଠକ
ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀଠାରୁ ବିଜେଡି ପକ୍ଷରୁ ମାସିକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ନୂଆପଡା ଜିଲ୍ଲା କୋମନା ବ୍ଲକ ତରବୋଡ଼ ମଣ୍ଡି ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।