ଭଦ୍ରକ ଜିଲ୍ଲା ଭଦ୍ରକ ଠାରେ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଡକ୍ଟର ଶ୍ଯାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟ କ୍ରମ ପାଳିତ ହୋଇଥିବା ସୂଚନା ମିଳିଛି। ଭଦ୍ରକ ଜିଲ୍ଲା ର ଭାରତୀୟ ଜନତା ପାର୍ଟି ର ଜିଲ୍ଲା ସଭାପତି ଭଗବାନ ପଣ୍ଡା ଙ୍କ ନେତୃତ୍ବରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି। ଉକ୍ତ କାର୍ଯ୍ୟକ୍ରମ ରେ ଭାରତୀୟ ଜନତା ପାର୍ଟି ର ନେତୃବୃନ୍ଦ ମାନେ ଉପସ୍ଥିତ ରହି ଥିବା ସୂଚନା ମିଳିଛି। ଆଜି ଦିନ ୧୧ଘଟିକା ସମୟରେ ଅନୁଷ୍ଠିତ ହୋଇଥିବା ସୂଚନା ମିଳିଛି।