ମୋହନା: ଗଜପତି ମୋହନାରେ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ମହିଳା ଓ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା
ବାତ୍ୟା ଅର୍ଣ୍ଣବ ପରେ ଗଜପତି ମୋହନା ବ୍ଲକର ସ୍ଥିତି ପରଖିଲେ ରାଜ୍ୟ ମହିଳା ଓ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା। ବିଭିନ୍ନ ଗ୍ରାମ ବୁଲି ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟର ସ୍ଥିତି ଅନୁଧ୍ୟାନ କରିବା ସହ ଅଧା ନିର୍ମିତ କେନ୍ଦ୍ରକୁ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।