କଟକ ପୌରାଞ୍ଚଳ: ଗଣେଶ ପୂଜା ପାଳନ ନିମନ୍ତେ ଗୁରୁବାର କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା
Cuttack M Corp PS, Cuttack | Aug 21, 2025
ଗଣେଶ ପୂଜା-୨୦୨୫କୁ ସରସ ସୁନ୍ଦର ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଏଥିସହ ସଂପୃକ୍ତ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଶାନ୍ତି...