ଆନନ୍ଦପୁର: ବାଙ୍ଗୋର ମନ୍ଦିର ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ବିଧାୟକ
ଆନନ୍ଦପୁର ଉପଖଣ୍ଡ ବାଙ୍ଗୋର ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ସରପଞ୍ଚ ଅଙ୍କିତା ପଢିଆରୀଙ୍କ ସଂଯୋଜନାରେ ମନ୍ଦିର ପରିସରରେ ଆଜି ଅପରାହ୍ଣ ୩ଟା ବେଳେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଏଥିରେ ବହୁ ୱାର୍ଡ ସଭ୍ୟସଭ୍ୟା ଓ ଗ୍ରାମବାସୀ ସାମିଲ ହୋଇଥିଲେ।