ଛତ୍ରପୁର: ଭୁବନେଶ୍ବର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ବ୍ରହ୍ମପୁରର ବରିଷ୍ଠ ସାମ୍ବାଦିକ, ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା
Chhatrapur, Ganjam | May 28, 2025
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ବୁଧବାର ରାଜଧାନୀ ଭୁବନେଶ୍ବର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ସୌଜନ୍ୟମୂଳକ ସାକ୍ଷତ...