Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
मौत
Accident
Congress
Modi
Delhi
Viral
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

ସିମୁଳିଆ: ଡଗରପଡା ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି

Similia, Balasore | Dec 9, 2025
ବ୍ଲକ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି l ଆଜି ମଙ୍ଗଳବାର ଅପରାହ୍ନ 3 ଘଟିକା ପର୍ଯ୍ୟନ୍ତ ଖଇରା ବ୍ଲକ ଡଗରପଡା ଉଚ୍ଚବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି l ଏହି ମେଳା କୁ ଖଇରା ବ୍ଲକ ଅଧକ୍ଷା ଅଭିଲିପ୍ସା ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ l ଅନ୍ୟତମ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ନାରାୟଣ ଦାସ ଯୋଗଦେଇ ପିଲା ମାନେ ଆଣିଥିବ ପ୍ରଜେକ୍ଟ ଗୁଡ଼ିକ ବୋଲି ଦେଖିଥିଲେ l 250ଗୋଟି ବିଦ୍ୟାଳୟ ରୁ 115 ଗୋଟି ପ୍ରଜେକ୍ଟ ହୋଇଥିଲା l ଏଥିରେ ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ଉପସ୍ଥିତ ରହି ଶିବିର କୁ ସଫଳ କରିଥିଲେ l
ସିମୁଳିଆ: ଡଗରପଡା ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି - Similia News