ତଲସରା: ବଡ଼ଗାଁ ବ୍ଳକର ବିଭିନ୍ନ ସ୍ଥାନରେ ଏକ ପେଡ ମା କେ ନାମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଆଜି ବଡ଼ଗାଁ ବିଡ଼ିଓ ପୁର୍ଣ୍ଣଚନ୍ଦ୍ର ଭୋଇ ବ୍ଳକ ଅଧ୍ୟକ୍ଷା ଦୁଲାରୀ ସରେଙ୍ଗ ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବ୍ଳକ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଏକ ପେଡ ମା କେ ନାମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।