ନର୍ଲା: ଖମ୍ବ ପଡା ସ୍ଥିତ ଶିବ ମନ୍ଦିର ଠାରେ ନବଜ୍ୟତି ବିଜ୍ଞାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ
ଆଜି ରବିବାର ଦିନ ପୂର୍ବାହ୍ନ ଏଗାର ଘଣ୍ଟା ସମୟରେ ଭୁବନେଶ୍ୱର ସ୍ଥିତ ବିଜ୍ଞାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଖମ୍ବାପଡ଼ ସ୍ଥିତ ଶିବ ମନ୍ଦିର ଠାରେ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହେଇଥିଲା ଏହି କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ ଅଭିଭାବକ ବୁଦ୍ଧିଜୀବୀ ମାନେ ଉପସ୍ଥିତ ରହିଥିଲେ