ନୂଆଗାଁ: ପାତ୍ରପୁର ବ୍ଲକ ମିଶନ ଶକ୍ତି ଗୃହ ଠାରେ ଜିଲ୍ଲାପାଳ ଓ ଏସପି ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Nuagaon, Ganjam | Aug 18, 2025
ପାତ୍ରପୁର ବ୍ଲକ ମିଶନ ଶକ୍ତି ଗୃହ ଠାରେ ସୋମବାର ମଧ୍ୟାହ୍ନରେ ଗଞ୍ଜାମ ଜିଲ୍ଲାପାଳ ଓ ଏସପି ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି...