Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

ସିମୁଳିଆ: ଖଇରା ବ୍ଲକ ର ବିଭିନ୍ନ ସ୍ଥାନ ରେ ଅବକାରୀ ବିଭାଗ ଚଢ଼ାଉ ମଦ ସହିତ ଦୁଇ ଗିରଫ

Similia, Balasore | Dec 10, 2025
ଦେଶୀ ରନ୍ଧା ମଦ ଜବତ, ୦୨ ଗିରଫ।ନୀଳଗିରି ଅବକାରୀ ନିରୀକ୍ଷକ ଶ୍ରୀ କେଶବ ଚନ୍ଦ୍ର ଦାସ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ମୁହଁଚୁଆଁ ଓ କେନ୍ଦୁଭଦଳୀ ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୫୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ମୁହଁଚୁଆଁ ଗ୍ରାମର ଜୁରା ସିଂ ଓ କେନ୍ଦୁଭଦଳୀ ଗ୍ରାମର ଗୋଲାପ ଦାସ ଙ୍କୁ ଗିରଫ କରାଯାଇ ଆଜି ବୁଧବାର ଅପରାହ୍ନ 5 ଘଟିକା ସମୟରେ କୋର୍ଟ ଚାଲାଣ କରାଯାଇଛି l