Public App Logo
Jansamasya
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
Trending
���िवाद
���ोगी_आदित्यनाथ
No video available

ଭଣ୍ଡାରିପୋଖରୀ: ଭଣ୍ଡାରିପୋଖରୀ : ରାଢୋ ଠାରେ ହନୁମାନ ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଶୋଭାଯାତ୍ରା

ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ରାଢୋ ଠାରେ ହନୁମାନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଇଁ ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ରବିବାର ଅପରାହ୍ନ 3ଟା ସମୟରେ ବୈତରଣୀ ନଦୀରୁ 108କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ ମନ୍ଦିର ପ୍ରାଙ୍ଗଣରେ ବିଭିନ୍ନ ପୁଜାର୍ଚ୍ଚନା କରାଯାଇଥିଲା। ସଂକଳ୍ପ କର୍ତ୍ତା ଭାବେ ଅମିତ ଲେଙ୍କା ଓ ଅମିତା ଲେଙ୍କା ଦାୟିତ୍ୱ ନିର୍ବାହ କରିଥିଲେ। ଏହି କାର୍ଯ୍ୟକ୍ରମ ତିନିଦିନ ଧରି ଅନୁଷ୍ଠିତ ହେବ ବୋଲି ଜଣାପଡିଛି।

MORE NEWS