Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଓରିଏଣ୍ଟ: ପଲସଦା ପଞ୍ଚାୟତ ସ୍ଥିତ ଉଦେ ବେହେରା ହାଇସ୍କୁଲ ଖେଳ ପଡ଼ିଆର ବ୍ଲକ ସ୍ତରୀୟ ଖୋଖୋ ଓ କବାଡି ପ୍ରତିଯୋଗିତା ଅନୁଷ୍ଠିତ

Orient, Jharsuguda | Sep 16, 2025
ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ପଲସଦା ପଞ୍ଚାୟତ ସ୍ଥିତ ଉଦେ ବେହେରା ହାଇସ୍କୁଲ ଖେଳ ପଡ଼ିଆର ବ୍ଲକ ସ୍ତରୀୟ ଖୋଖୋ ଓ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଆଜି ମଙ୍ଗଳବାର ପୂର୍ବାହ୍ନ ୧୦ ଟା ରୁ ଅପରାହ୍ନ ୪ ଟା ଯାଏଁ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ବିମଳ କୁମାର ତାଣ୍ଡି ମୁଖ୍ୟ ଅତିଥି,ଜିଲ୍ଲା ପରିଷଦ ସଭ୍ୟ ସନତ କୁମାର ସିଂହ ମୁଖ୍ୟବକ୍ତା ଏବଂ ଲଖନପୁର ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ହେମସାଗର ଚୌଧୁରୀ ପ୍ରମୁଖ ଯୋଗଦାନ କରିଥିଲେ l

MORE NEWS