ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକ କାର୍ଯ୍ୟାଳୟ ଠାରେ ଭୀମ ଭୋଇ ସାମର୍ଥ୍ଯ ଶିବିର ଅନୁଷ୍ଠିତ ହୋଇଥିବାର ଖବର ମିଳିଛି । ଏହା ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ଜଗନ୍ନାଥପ୍ରସାଦ ବ୍ଲକ ର ଉପାଧ୍ୟକ୍ଷ ନିଳାଞ୍ଚଳ ଖିଲାର ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିବାର ଖବର ମିଳିଛି । କାର୍ଯ୍ୟକ୍ରମ ରେ ବ୍ଲକର ସମସ୍ତ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇଥିଲେ ।