ବାରକୋଟ: ଦେବଗଡ଼ରେ ଅଜଣା ଗାଡ଼ି ଧକ୍କାରେ ୨ ଗୁରୁତର
ଦେବଗଡ଼ ବାରକୋଟ ଥାନା ତାରିଣୀ ଢାବା ନିକଟରେ ଅଜଣା ଗାଡ଼ି ଧକ୍କାରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ବାଇକ ଯୋଗେ କାଳୀ ପୂଜା ଦେଖିବାକୁ ଯିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।