କେନ୍ଦ୍ରାପଡା: ମହାକାଳପଡ଼ା: ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଛାତ୍ର ସଂସଦ ବିଜେତାଙ୍କୁ ବିଧାୟକଙ୍କ ସମ୍ବର୍ଦ୍ଧନା
ମହାକାଳପଡ଼ା ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ଏବିଭିପି ପ୍ରାର୍ଥୀମାନେ ମହାକାଳପଡ଼ା ବିଧାୟକଙ୍କୁ ସାକ୍ଷାତ କରିଛନ୍ତି। ବିଧାୟକ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଏକ ସମୃଦ୍ଧ ରାଷ୍ଟ୍ର ଗଠନରେ ଯୁବପିଢ଼ିଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିଛନ୍ତି।