Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଝାରସୁଗୁଡା: ବେଲପାହାଡର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜିଠାରୁ 'ସୁସ୍ଥ ନାରୀ, ସଶକ୍ତ ପରିବାର' ଅଭିଯାନ ଆରମ୍ଭ

Jharsuguda, Jharsuguda | Sep 17, 2025
ମହିଳା ଓ ଝିଅମାନଙ୍କୁ ସମଗ୍ର ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ବେଲପାହାଡର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଆଜିଠାରୁ 'ସୁସ୍ଥ ନାରୀ, ସଶକ୍ତ ପରିବାର' ଅଭିଯାନ ଆରମ୍ଭ ହୋଇଛି l ଏହି ଅଭିଯାନ ସେପ୍ଟେମ୍ବର ୧୭ ତାରିଖ ବୁଧବାର ସକାଳ ୯ ଟା ରୁ ଅପରାହ୍ନ ୪ ଟା ଯାଏଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ଆସନ୍ତା ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ l ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ହେଉଛି ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ କରିବା।

MORE NEWS