ଘସିପୁରା ବ୍ଲକ ଅନ୍ତର୍ଗତ ପୁରୁଣାବାନ୍ଧଗୋଡା ସ୍ଥିତ ବଳରାମ ଧୀର ସରକାରୀ ଉଚ୍ଚ ବିଦ୍ୟାଳୟର ୩୯ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଛି। ଉଦଘାଟନୀ ଉତ୍ସବରେ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦେବବ୍ରତ ପଟ୍ଟନାୟକ ଯୋଗଦାନ ବାର୍ଷିକ କ୍ରୀଡା ପତାକା ଉତ୍ତୋଳନ କରିବା ପରେ ଆନୁଷ୍ଠାନିକ ଭାବେ କ୍ରିଡ଼ା ପ୍ରତିଯୋଗୀତା କୁ ଉଦଘାଟନ କରିଥିଲେ।