ଲୋଇସିଂହା: ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ, ପ୍ରସ୍ତୁତିର ତଦାରଖ କଲେ ଜିଲ୍ଲାପାଳ
ଆସନ୍ତା ୧୪ ତାରିଖରେ ବଲାଙ୍ଗୀର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ। ପଥରଚେପା ପଡ଼ିଆରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ।