ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ବିଧାୟକ ବାବୁ ସିଂ
Bhubaneswar, Khordha | Oct 20, 2026
ଏକାମ୍ର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରି ମା’ ଦୁର୍ଗାଙ୍କ ଆଶୀର୍ବାଦ ନେଲେ ବିଧାୟକ ବାବୁ ସିଂ। ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ସେ ପ୍ରାର୍ଥନା କରିଛନ୍ତି।