ବାମରା ବ୍ଲକ ଅନ୍ତର୍ଗତ ଟାଙ୍ଗରମୁଣ୍ଡା ଗ୍ରାମର ପାଣୁ ଛତ୍ରିଆ ସୋମବାର ସନ୍ଧ୍ୟାରେ ଗାଁ ର ଏକ ମଦଭାଟି କୁ ମଦ ପିଇବା କୁ ଯାଇଥିବା ବେଳେ ସେଠାରେ ବ୍ୟକ୍ତି ତାଙ୍କୁ ନିସ୍ତୁକ ମାଡ଼ ମାରିବାରୁ ତାଙ୍କ ମୁଣ୍ଡ ଫାଟି ପ୍ରଚୁର ରକ୍ତସ୍ରାବ ହୋଇଥିଲା। ତାଙ୍କୁ ଉଦ୍ଧାର କରି ଗୋବିନ୍ଦପୁର ଡାକ୍ତରଖାନାରେ ଚିକିତ୍ସା କରାଯାଇଥିବା ବେଳେ ଚିକିତ୍ସା ପରେ ସେ ଗୋବିନ୍ଦପୁର ଥାନା ରେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସେ ରାତି ୧୧ ଟାରେ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।