କଟକ ପୌରାଞ୍ଚଳ: କଟକରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚିତ
କଟକ ଦୟା ଆଶ୍ରମ ପାର୍କରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଜଷ୍ଟିସ୍ ଅନଙ୍ଗ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ଏହି କାର୍ଯ୍ୟକ୍ରମରେ ମେୟର ସୁବାସ ସିଂହଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ।