ମାଁ ସମଲେଶ୍ୱରୀ ମନ୍ଦିର ପ୍ରାଙ୍ଗଣରେ ଆଜି ଭକ୍ତି ସଙ୍ଗୀତର ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଭଜନ ସନ୍ଧ୍ୟା ମନ୍ଦିର ପ୍ରାଙ୍ଗଣରେ ଭକ୍ତି ଓ ଆସ୍ଥାର ଅଲୌକିକ ମାହୋଲ ସୃଷ୍ଟି କରିଥିଲା। ଏହି ଭଜନ ସନ୍ଧ୍ୟାର ଆୟୋଜନ ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ଓ କଳାକାରମାନଙ୍କ ପକ୍ଷରୁ କରାଯାଇଥିଲା। ଟ୍ରଷ୍ଟ ବୋର୍ଡର ସଭାପତି ଶ୍ରୀ ସଞ୍ଜୟ ବାବୁ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଭଜନ ସନ୍ଧ୍ୟାରେ ସମ୍ବଲପୁରର ପ୍ରସିଦ୍ଧ କଳାକାରମାନେ ମା’ଙ୍କ ମହିମାଗାନ କରିଥିଲେ। ଆଗାମୀ ଦିନରେ ଟ୍ରଷ୍ଟ ବୋର୍ଡ ଆହୁରି ଅନେକ ପଦକ୍ଷେପ ନେବାକୁ ଯୋଜନା କରିଛି ବୋଲି ସଭାପତି ସଞ୍ଜୟ ବାବୁ ଆଜି ରାତି 9