Public App Logo
Jansamasya
News
���ुलिस
Bjp
National
Police
Bihar
���िहार
���ीजेपी
Congress
Modi
Delhi
Viral
Crime
Odisha
Rajasthan
���मित_शाह
���िल्ली
Breakingnews
���हिला
Madhya_pradesh
Pmmodi
Ipl
Rahulgandhi
Haryana
Cricket
���ेजस्वी_यादव
Uttarakhand
Crimenews
Kolkata
No video available

ସୁନ୍ଦରଗଡ ସହର: ଧର୍ମଶାଳା ଉଚ୍ଚ ବିଦ୍ୟାଳୟ ରେ ସ୍କୁଲ ର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ଦାସ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।

ଆଜି ଦିନ ୧୧ ଟା ସମୟରେ ଧର୍ମଶାଳା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ଦାସ ଙ୍କ ସମ୍ବର୍ଦ୍ଧନା ସଭା ଧର୍ମ ଶାଳା ସ୍କୁଲରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭା ରେ ସ୍କୁଲ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ପୁରାତନ ଛାତ୍ର, ଛାତ୍ରୀ ଏବେ ବିଦ୍ୟାଳୟ ରେ ଅଧ୍ୟୟନ କରୁଥିବା ଛାତ୍ର,ଛାତ୍ରୀ ସ୍କୁଲ ପରିଚାଳନା କମିଟି ର ସଭାପତି,ପୂର୍ବତନ ସଭାପତି ପ୍ରମୁଖ ଉପସ୍ଥିତ ରହି ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ଦେଇଥିଲେ।
ସୁନ୍ଦରଗଡ ସହର: ଧର୍ମଶାଳା ଉଚ୍ଚ ବିଦ୍ୟାଳୟ ରେ ସ୍କୁଲ ର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ଦାସ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ। - Sundargarh Town News