Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
भाजपा
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
Crimenews
Bareilly
Breaking
Election
Politics
उत्तराखंड

କଣ୍ଟାବାଞ୍ଜି: ନବ ନିଯୁକ୍ତ ସରକାରୀ ଓକିଲ ଙ୍କୁ ମାଟିର ମହୋତ୍ସବ କମିଟି ପକ୍ଷରୁ ସମ୍ବର୍ଦ୍ଧନା

Kantabanji, Balangir | Feb 21, 2026
ଓକିଲ ଙ୍କୁ ଶନିବାର କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟି ପକ୍ଷରୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି । ସ୍ଥାନୀୟ କାର୍ଯ୍ୟାଳୟ ରେ ରହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । କମିଟିର ସମ୍ପାଦକ ବେଦବ୍ୟାସ ନାଗ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଇନଜୀବୀ ବ୍ରଜଶ୍ୟାମ ଗୁରୁ, ସଞ୍ଜୟ ନାଥ ଓ ବିବେକ ଶର୍ମା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।