କଟକ ପୌରାଞ୍ଚଳ: BJP ଦ୍ୱିଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଇନ୍ଡୋର ଷ୍ଟାଡିୟମରେ ଆରମ୍ଭ
ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଇନ୍ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି, ଯେଉଁଠାରେ ସଂଗଠନ ଓ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିକୁ ବିସ୍ତୃତ ଭାବରେ ଆଲୋଚନା କରାଯାଉଛି। ୪୦୦ରୁ ଅଧିକ କାର୍ଯ୍ୟକର୍ତ୍ତା ଓ ଶୀର୍ଷ ନେତାମାନେ ଏହାରେ ଅଂଶ ନେଇଛନ୍ତି।