ବାରିପଦା ମ୍ୟୁନିସିପାଲଟି: ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ସୁସ୍ଥ ନାରୀ ଓ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅଭିଯାନ ସମ୍ପର୍କିତ ବୈଠକ ଅନୁଷ୍ଠିତ
Baripada M, Mayurbhanj | Sep 10, 2025
ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ବିଭିନ୍ନ...