Public App Logo
Jansamasya
News
Bjp
National
Police
Bihar
बिहार
India
कांग्रेस
भाजपा
Congress
Modi
Delhi
Viral
Jharkhand
Rajasthan
Bollywood
Patna
Breakingnews
Narendramodi
Madhya_pradesh
Cm
Pmmodi
Rahulgandhi
यूपी
Uttarpradesh
Haryana
Uttarakhand
Crimenews
Aap

ମୋଟୁ: ୫ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା ଘଟଣା, ମୋଟୁ ପୋଲିସର ତନାଘନା ଜାରି

Motu, Malkangiri | Aug 3, 2025
ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ ପି ଭି -୬୪ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ମାତ୍ର ୫ ହଜାର ଟଙ୍କା ପାଇଁ ଜଣେ ଠିକାଦାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପ୍ରଥମେ ଅପହରଣ ଓ ପରେ ହତ୍ୟା କରିଥିବା ପରି ସଂଗୀନ ଅଭିଯୋଗ ମୋଟୁ ଥାନାରେ ହୋଇଛି । ଅଭିଯୋଗ ପାଇବା ପରେ ମୋଟୁ ପୁଲିସ ଠିକାଦାର ଓ ତାଙ୍କର ଜଣେ ସହଯୋଗୀଙ୍କୁ ଥାନାରେ ଅଟକ ରଖି ଅନୁସନ୍ଧାନ ଆରମ୍ଭ କରିଥିବାର ସୂଚନା ମିଳିଛି ।

MORE NEWS

ମୋଟୁ: ୫ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା ଘଟଣା, ମୋଟୁ ପୋଲିସର ତନାଘନା ଜାରି - Motu News