ହିଞ୍ଜିଳି କାଟୁ ବ୍ଲକ ଅନ୍ତର୍ଗତ ଗଣ୍ଡଳା ଗ୍ରାମରେ ଆୟୋଜିତ ଗଣ୍ଡଳା ପ୍ରିମିୟମ ଲିଗ କ୍ରିକେଟ ଟୁର୍ନାମେଣ୍ଟ ର ଉଦଯାପନୀ ଦିବସ ଅନୁଷ୍ଠିତ ହୋଇଯାଇଛି.ଗଣ୍ଡଳା ଗ୍ରାମବାସୀ ପକ୍ଷରୁ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିଶିର ମିଶ୍ର ଉପସ୍ଥିତ ରହି ବିଜେତା ଟିମ ଓ ଉପ ବିଜେତା ଟିମ କୁ ପୁରସ୍କୃତ କରିଛନ୍ତି।