ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିବା ପ୍ରସଙ୍ଗରେ ଜୟଦେବ ଭବନରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ନେତା ସୁରେଶ ରାଉତରାୟ
Bhubaneswar M Corp, Khordha | Aug 24, 2025
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି...