ବାଲେଶ୍ଵର ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ଜାତୀୟ ପ୍ରେସ ଦିବସ ପାଳିତ
Baleshwar, Balasore | Nov 16, 2026
ବାଲେଶ୍ଵର ଜିଲ୍ଲା ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ଓଡ଼ିଶା ସାମ୍ୱାଦିକ ୟୁନିଅନ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ସାମ୍ବାଦିକତାର ସମସ୍ୟା ଓ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା।