ଝାରସୁଗୁଡା: ଝାରସୁଗୁଡ଼ାର 5,180 ହିତାଧିକାରୀଙ୍କୁ ମିଳିଲା ମଧୁବାବୁ ପେନ୍ସନ୍
ଝାରସୁଗୁଡ଼ା ଜିଲ୍ଲାରେ ମଧୁବାବୁ ପେନ୍ସନ୍ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଯୋଜନାରେ 5,180 ଜଣ ହିତାଧିକାରୀଙ୍କୁ ପେନ୍ସନ୍ ପ୍ରଦାନ କରାଯାଇଛି। ସରକାରଙ୍କ ଏହି ପଦକ୍ଷେପକୁ ନେଇ ଝାରସୁଗୁଡ଼ା ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।