ବୀରମହାରାଜପୁର: ବୀରମହାରାଜପୁର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ଏସପି
Biramaharajpur, Subarnapur (Sonepur) | Jul 14, 2025
ବୀରମହାରାଜପୁର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରେ ଆଜି ଅପରାହ୍ନ 2ଟା 30ମିନିଟ ପର୍ଯ୍ୟନ୍ତ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ...