ବରଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ବରଗଡ଼ ଜାବ ସଂଘ