ବିଷମକଟକ: ରାୟଗଡ଼ାରେ ପୁଲିସର କଡ଼ା ଯାଞ୍ଚ: ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଗତ ୨୪ ଘଣ୍ଟାରେ ରାୟଗଡ଼ାର ବିଭିନ୍ନ ସ୍ଥାନରେ ପୁଲିସ ପକ୍ଷରୁ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା ଯାଞ୍ଚ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସଡ଼କ ସୁରକ୍ଷା ଓ ସାଧାରଣ ଲୋକଙ୍କ ନିରାପତ୍ତା ଦୃଷ୍ଟିରୁ ଏହି ଅଭିଯାନ ଆଗକୁ ମଧ୍ୟ ଜାରି ରହିବ।