ଅତାବିରା: ଅତାବିରା ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅନୁଷ୍ଠିତ ।
ଅଦ୍ୟ ତା ୦୩-୧୨-୨୦୨୫ ରିଖ ଅତାବିରା ଉଚ୍ଚ ବିଦ୍ୟାଳୟ ଅତାବିରା ଠାରେ ବ୍ଲକ୍ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅନୁଷ୍ଠିତ ହୋଇଥିଲା । ଉଦଘାଟନୀ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମିଶ୍ରାଣୀ କୁମ୍ଭାର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅତିଥି ରୂପେ ଏ.ବି.ଇ.ଓ. କାର୍ତ୍ତିକ ବାଗ,ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ ହରପାଲ ଯୋଗଦେଇଥିଲେ |