ଆଜି ଦୁର୍ନୀତି ନିବାରଣ ସପ୍ତାହ-୨୦୨୫ ପାଳନ ଉପଲକ୍ଷେ ଜିଲ୍ଲାର ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଏନ.ଜି.ଓ ଆଦି ବିଭିନ୍ନ ସ୍ଥାନରେ ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଉପ-ଜିଲ୍ଲାପାଳ, ବାଲିଗୁଡାଙ୍କ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ହେଉଥିବା ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ବେଦଭୂଷଣଙ୍କ ନେତୃତ୍ଵରେ ଉପ-ଜିଲ୍ଲାପାଳ ପ୍ରଣିତା ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦୀ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକା