Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
दिल्ली
Breakingnews
Narendramodi
Madhya_pradesh
Mp
Nsui
उत्तरप्रदेश
Pmmodi
Rahulgandhi
यूपी
Uttarpradesh

ବାଲିିଅନ୍ତା: ସାଇଫନ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ଆହତ

Balianta, Khordha | Oct 4, 2025
ଶନିବାର ଅପରାହ୍ନ ପ୍ରାୟ ଦୁଇଟା ସମୟରେ ରାଜଧାନୀ ଉପକଣ୍ଠ ବାଲିଅନ୍ତା ନିକଟସ୍ଥ ବାଳକାଟି ସାଇଫନ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ସୁଶିଲ ନାମକ ଜଣେ ଯୁବକ ବାଳକାଟିରୁ ପୁରୋହିତପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ତାଙ୍କୁ ସାମ୍ନା ପଟରୁ ଧକ୍କା ଦେଇଥିଲା ଫଳରେ ସୁଶିଲ ଛିଟିକି ଦୂରରେ ପଡ଼ିଥିଲେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ସ୍ଵାସ୍ଥ୍ୟ କେନ୍ଦ୍ରକୁ ପଠାଇ ଥିଲେ
ବାଲିିଅନ୍ତା: ସାଇଫନ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ଆହତ - Balianta News