Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Indore
Nda
School
Politics

ରାଇଘର: କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ

Raighar, Nabarangpur | Dec 21, 2025
ନବରଙ୍ଗପୁର ଜିଲ୍ଲା ରାଇଘର ରେ ଆଜି ଦିବା 10 ଘଟିକା ସମୟରେ ଜୟ ମାଆ ଠାକୁରାଣୀ ରାଇଘର ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଛି। ଏହି ମ୍ୟାଚ ରେ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହିତ ଏହିଭଳି ଏକ ସୁନ୍ଦର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ କରିଥିବା ଆୟୋଜକଙ୍କୁ ଧନ୍ୟବାଦ ଦେଇଛନ୍ତି। ଆଜିର ଏହି ଫାଇନାଲ ମ୍ୟାଚରେ ବିଜୟୀ ଦଳ, ଉପ ବିଜେତା ଦଳ ଓ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଖେଳାଳିମାନଙ୍କୁ ପୁରସ୍କୃତ କରାଯାଇଛି ।