ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ସିଙ୍ଗାରମୁଣ୍ଡା ଖେଳ ପଡିଆ ରେ ହକି ଖେଳର ୧୦୦ ବର୍ଷ ପୁର୍ତ୍ତି ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ଜିଲ୍ଲା ପରିଷଦ ସଭ୍ୟ ଅମୀୟ କୁମାର ପ୍ରଧାନ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମ କୁ ବିନୟ ନାଏକ ପରିଚାଳନା କରିଥିଲେ।